Please provide your Email Id or Mobile No



Or


Login Cancel


Not Registered ? Click here to Register

Hello



Edit you details and click submit



Cancel

Please provide your valuable feedback





Submit Cancel


BREAKING NEWS

ADVERTISEMENT

Total Views 20

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତିନି ଦିନିଆ ବିଦେଶ ଗସ୍ତରେ ଫିଲିପାଇନ୍ସ ଯାଇଛନ୍ତି । ଫିଲିପାଇନ୍ସରେ ଏସିଆନ-ଭାରତ ଓ ପୂର୍ବ ଏସିଆ ଶିଖର ସମ୍ମିଳନୀରେ ସେ ସାମିଲ ହେବେ । ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ଫିଲିପାଇନ୍ସ ଓ ଭାରତ ମଧ୍ୟରେ ଦ୍ୱିପାକ୍ଷିକ ସଂପର୍କକୁ ଆହୁରି ମଜବୁତ କରିବ ବୋଲି ଆଶା କରାଯାଉଛି । ତିନି ଦିନିଆ ଗସ୍ତ ଅବସରରେ ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରିବେ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ୧୨ତମ ଏସିଆ ଶିଖର ସମ୍ମିଳନୀରେ ସାମିଲ ହେବେ ।

ଏହି ବୈଠକର ଉଦ୍ଦେଶ୍ୟ ଏସିଆ-ପେସିଫିକ ଦେଶ ସମୂହଙ୍କ ମଧ୍ୟରେ ବେପାର-ନିବେଶ, ବିଜ୍ଞାନ-ବୈଷୟିକ ଜ୍ଞାନକୌଶଳ, ସୂଚନା ଆଦାନ ପ୍ରଦାନ ସହ ବ୍ୟବସାୟ ବଢାଇବା । ଏସିଆ-ପେସିଫିକ ସମ୍ମିଳନୀରେ ନରେନ୍ଦ୍ର ମୋଦି, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରଂପ, ଜାପାନ ପ୍ରଧାନମନ୍ତ୍ରୀ ସିଂଜୋ ଆବେ ଓ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ମୈଲକମ ଟର୍ନବୁଲଙ୍କ ସହ ସାକ୍ଷାତ ଆଲୋଚନା କରିପାରନ୍ତି । ପ୍ରଧାନମନ୍ତ୍ରୀ ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ଦ୍ୱିପାକ୍ଷିକ ଆଲୋଚନା କରିବା କାର୍ଯ୍ୟସୂଚୀ ରହିଛି । ତିନି ଦିନିଆ ଫିଲିପାଇନ୍ସ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଅନ୍ତର୍ଜାତୀୟ ଚାଉଳ ଅନୁସନ୍ଧାନ ସଂସ୍ଥାନ ପରିଦର୍ଶନ କରିବେ ବୋଲି ଜଣାପଡିଛି ।

Latest News

ଦୁନିଆର ସବୁଠୁ ବଡ଼ ହୀରା, ରେକର୍ଡ ୨୨୦.୫ କୋଟି ଟଙ୍କାରେ ନିଲାମ
 ନିଲାମ ପାଇଁ ରଖାଯାଇଥିବା ଦୁନିଆର ସବୁଠୁ ବ...



 ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତିନି...


ଲଗାଣ ବର୍ଷାରେ ବେହାଲ ହେଲା ଚେନ୍ନାଇ ମହାନଗରୀ ।
 ଲଗାଣ ବର୍ଷାରେ ବେହାଲ ହେଲା ଚେନ୍ନାଇ ମହାନ...