କାଲି ବାହାରିବ +୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

କାଲି ବାହାରିବ +୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

କାଲି ବାହାରିବ +୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ମେଟ୍ରୋ ଟିଭି ବ୍ୟୁରୋ ଅଗଷ୍ଟ/୧୩ : ଆସନ୍ତାକାଲି ପ୍ରକାଶ ପାଇବ +୨ କଳା ଧନ୍ଦାମୂଳକ ରେଜଲ୍ଟ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । କ୍ଟକ୍ସସଗ୍ଦଗ୍ଦବକ୍ସରଗ୍ଦଙ୍କକ୍ଷଗ୍ଧଗ୍ଦ.ଦ୍ଭସମ.ସଦ୍ଭରେ ରେଜଲ୍ଟ ପାଇପାରିବେ ଛାତ୍ରଛାତ୍ରୀ । ତେବେ କେତେବେଳେ ରେଜଲ୍ଟ ବାହାରିବ ସେ ସମ୍ପର୍କରେ କୈାଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ ।

କରୋନା ମହାମାରୀ ଯୋଗୁଁ ଚଳିତ ବର୍ଷ +୨ ପରୀକ୍ଷା ବାତିଲ ହୋଇଥିଲା ଏବଂ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କର ମୂଲ୍ୟାୟନ କରାଯାଇଛି । ଜୁଲାଇ ୩୧ ତାରିଖରେ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ବାହାରିଥିଲା । ସେହି ସମୟରେ ଆଉ ୧୫ ଦିନ ମଧ୍ୟରେ କଳା ପରୀକ୍ଷା ଫଳ ପ୍ରକାଶ କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଥିଲା । ଚଳିତ ବର୍ଷ କଳାରେ ପାସ୍ ହାର ୯୦% ଉପରେ ରହିବ ବୋଲି ପରୀକ୍ଷା ନିୟନ୍ତ୍ରକ ବିଜୟ ସାହୁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

Leave a Reply

%d bloggers like this: