ରୋଗୀ ଛାଡ଼ି ଫେରୁଥିବା ବେଳେ ଆମ୍ବୁଲାନ୍ସରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ରୋଗୀ ଛାଡ଼ି ଫେରୁଥିବା ବେଳେ ଆମ୍ବୁଲାନ୍ସରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ରୋଗୀ ଛାଡ଼ି ଫେରୁଥିବା ବେଳେ ଆମ୍ବୁଲାନ୍ସରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ମେଟ୍ରୋ ଟିଭି ବ୍ୟୁରୋ ସେପ୍ଟେମ୍ବର/୦୬ : ରୋଗୀ ଛାଡ଼ି ଫେରୁଥିବା ବେଳେ ୧୦୮ ଆମ୍ବୁଲାନ୍ସରେ ଲାଗିଲା ନିଆଁ । କେନ୍ଦ୍ରାପଡ଼ା ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ ମହିପାଳ ଛକରେ ଘଟିଛି ଏଭଳି ଅଘଟଣ । ବ୍ୟାଟେରୀ ସଟ୍ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଇଛି । ତେବେ ଆମ୍ବୁଲାନ୍ସ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଆମ୍ବୁଲାନ୍ସ ଡ୍ରାଇଭର ସୁରକ୍ଷିତ ଥିବା ସୂଚନା ମିଳିଛି ।

Leave a Reply

%d bloggers like this: